Isaiah 5:9 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ ଏହାସମାଲତ କହିଲଲ ଏବଂ ମୁଁ ଏହା ତାଙ୍କଠାରୁ ଶୁଣିଥିଲି, ବର୍ତ୍ତମାନ ବହୁତ ଘର ଅଛି ମାତ୍ର ମୁଁ ପ୍ରତିଜ୍ଞା କରିଛିସସ ସମସ୍ତ ଧ୍ବଂସସହବ।ସଯଉଁ ସୁନ୍ଦର ଓ ବୃହତ୍ ଗୃହମାନ ଅଛିସସ ସବୁ ନିବାସଶୂନ୍ଯସହବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ଵଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ ଏହା ମୋତେ କହିଲେ ଏବଂ ମୁଁ ଏହା ତାଙ୍କଠାରୁ ଶୁଣିଥିଲି, “ବର୍ତ୍ତମାନ ବହୁତ ଘର ଅଛି ମାତ୍ର ମୁଁ ପ୍ରତିଜ୍ଞା କରିଛି ସେ ସମସ୍ତ ଧ୍ୱଂସ ହେବ। ଯେଉଁ ସୁନ୍ଦର ଓ ବୃହତ୍ ଗୃହମାନ ଅଛି ସେ ସବୁ ନିବାସଶୂନ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, “ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ମୋ’ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।