Isaiah 50:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହିକଥା କୁହନ୍ତି, ହେ ଇଶ୍ରାୟେଲର ପୁତ୍ରଗଣ, ତୁମ୍ଭମାନେେ ଭାବୁଛ ଆମ୍ଭେ ତୁମ୍ଭର ମାତା ୟିରୁଶାଲମକୁ ତ୍ଯାଗ କରିଅଛୁ। ପ୍ରମାଣ ସ୍ବରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ଯରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରଯ କରିଅଛୁ? ଏଠା ରେ ଦେଖ, ତୁମ୍ଭମାନେେ ନିଜର ଅପରାଧ ପାଇଁ ବିକ୍ରୀ ହାଇେଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ଯକ୍ତା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ପତ୍ର ଦ୍ଵାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ⇧ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ସେମାନଙ୍କ ପାପପାଇଁ ଦଣ୍ଡିତ ହେଲା ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।