Isaiah 50:10 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ଵାସ କରୁ ଓ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ଦେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସେବକର ବାକ୍ୟ ପାଳନ କରେ? ପୁଣି ଯେ ଆଲୋକ ବିନା ଅନ୍ଧକାରରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Odia IRV 2017 (ଓଡିଆ ବାଇବେଲ)