Isaiah 50:11 — Compare Translations

5 translations compared side by side

Odia - 1840
" ଦେଖ, ତୁମ୍ଭମାନେେ ନିଜ ନିଜ ପତ ରେ ବଞ୍ଚିବାକୁ ଚାହୁଁଛ। ତୁମ୍ଭମାନେେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନି ଖୁଣ୍ଟା ରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭମାନେେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ଜ୍ବଳିତ ଅଗ୍ନିଖୁଣ୍ଟା ମଧିଅରେ ଗମନ କର। ମାେ ହସ୍ତରୁ ଏହା ତୁମ୍ଭମାନେେ ପାଇବ, ତୁମ୍ଭମାନେେ ଶାେକରେ ଶଯନ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଗ୍ନି ଜ୍ଵଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ଵଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର । ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, ତୁମ୍ଭେମାନେ ନିଜ ନିଜ ପଥରେ ବଞ୍ଚିବାକୁ ଗ୍ଭହୁଁଛ। ତୁମ୍ଭେମାନେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନିଖୁଣ୍ଟାରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭେମାନେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ, ତୁମ୍ଭେମାନେ ଶୋକରେ ଶୟନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।
Odia IRV 2017 (ଓଡିଆ ବାଇବେଲ)
ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।