Isaiah 50:2 — Compare Translations
5 translations compared side by side
Odia - 1840
"ଆମ୍ଭେ ଆସିଲା ବେଳେ କାହିଁକି କହେି ଉପସ୍ଥିତ ନ ଥିଲ? ଆମ୍ଭେ ଡ଼ାକିଲା ବେଳେ କହେି ଉତ୍ତର ଦବୋକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ'ଣ େଛାଟ ଯେ ତାହା ମୁକ୍ତ କରିପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ'ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶ ରେ ସମୁଦ୍ର ଶୁଖିୟାଇପା ରେ ଓ ନଦନଦୀକୁ ପ୍ରାନ୍ତର କରିଦଇେ ପାରୁ। ସେଥି ରେ ଥିବା ମତ୍ସ୍ଯ ଜଳ ଅଭାବରୁ ତୃଷାର୍ତ୍ତ ହାଇେ ମରିଯିବେ ଓ ଦୁର୍ଗନ୍ଧ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଡାକିଲା ବେଳେ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକି ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।