Isaiah 50:3 — Compare Translations

5 translations compared side by side

Odia - 1840
"ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ର ରେ ସହେି ସବୁର ଆଚ୍ଛାଦନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆକାଶମଣ୍ତଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେସବୁର ଆଚ୍ଛାଦନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରରେ ସେହିସବୁର ଆଚ୍ଛାଦନ କରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”