Isaiah 50:4 — Compare Translations
5 translations compared side by side
Odia - 1840
"ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି କ୍ଳା; ଲୋକକୁ ବାକ୍ୟ ଦ୍ଵାରା ସୁସ୍ଥିର କରିପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ଵା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସେବକ ପ୍ରକୃତ ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ ମୋର ପ୍ରଭୁ ସଦାପ୍ରଭୁ ମୋତେ ଶିକ୍ଷା ଦେଇଛନ୍ତି ମୁଁ ଯେପରି କ୍ଳାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରି ପାରିବି, ସେ ପ୍ରତି ପ୍ରଭାତରେ ମୋତେ ଜାଗ୍ରତ କରାନ୍ତି ଓ ବିଦ୍ୟାର୍ଥୀପରି ଶୁଣିବା ପାଇଁ ମୋର କର୍ଣ୍ଣକୁ ଜାଗ୍ରତ କରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
Odia IRV 2017 (ଓଡିଆ ବାଇବେଲ)