Isaiah 50:5 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ ସଦାପ୍ରଭୁ ମାରେ କର୍ଣ୍ଣକୁ ମୁକ୍ତ କରିଛନ୍ତି; ପୁଣି ମୁଁ ତାଙ୍କର ବିରୁଦ୍ଧାଚାରୀ ହାଇେ ନାହିଁ କିମ୍ବା ପଛକୁ ଫରେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସଦାପ୍ରଭୁ ମୋର କର୍ଣ୍ଣକୁ ମୁକ୍ତ କରିଛନ୍ତି; ପୁଣି ମୁଁ ତାଙ୍କର ବିରୁଦ୍ଧାଗ୍ଭରୀ ହୋଇ ନାହିଁ କିମ୍ବା ପଛକୁ ଫେରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।