Isaiah 50:6 — Compare Translations
5 translations compared side by side
Odia - 1840
"ମୁଁ ପ୍ରହାରକ ଦବୋ ପାଇଁ ମାରେପିଠି ଦଖାଇେ ଦବେି, ମାରେ ଦାଢ଼ି ଉପାଡ଼ିବା ପାଇଁ ମାରେ ଗାଲ ଦଖାଇେ ଦବେି, ପୁଣି ଅପମାନିତ ହବୋକୁ ଛପେ ପକାଇବାକୁ ମାରେ ମୁହଁ ଲୁଚାଇବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଥୁଥୁରୁ ମୋହର ମୁଖ ଲୁଚାଇ ନାହିଁ ⇧।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରହାରକ ଦେବା ପାଇଁ ମୋର ପିଠି ଦେଖାଇ ଦେବି, ମୋର ଦାଢ଼ି ଉପାଡ଼ିବା ପାଇଁ ମୋର ଗାଲ ଦେଖାଇ ଦେବି, ପୁଣି ଅପମାନିତ ହେବାକୁ ଛେପ ପକାଇବାକୁ ମୋର ମୁହଁ ଲୁଗ୍ଭଇବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।