Isaiah 50:7 — Compare Translations
5 translations compared side by side
Odia - 1840
"ମାରେ ପ୍ରଭୁ ସଦାପ୍ରଭୁ ମାେତେ ସାହାୟ୍ଯ କରିବେ; ତେଣୁ ସମାନଙ୍କେର ଅପମାନ ମାେତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମାରେ ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ଘାବରା ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସଦାପ୍ରଭୁ ମୋତେ ସାହାଯ୍ୟ କରିବେ; ତେଣୁ ସେମାନଙ୍କର ଅପମାନ ମୋତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମୋର ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।