Isaiah 50:8 — Compare Translations

5 translations compared side by side

Odia - 1840
"ଯେ ମାେତେ ଧର୍ମାଚାରୀ କରନ୍ତି ସେ ମାେ ନିକଟବର୍ତ୍ତୀ। ତେଣୁ ମାେତେ କିଏ ବିରୋଧ କରିବ? ଆସ ଆମ୍ଭମାନେେ ଏକତ୍ର ଛିଡ଼ା ହବୋ, କିଏ ମାରେ ବିପକ୍ଷ ରେ ୟିବ ସେ ମାେ ନିକଟକୁ ଆସୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀନ୍ତ କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ମୋତେ ଧର୍ମାଗ୍ଭରୀ କରନ୍ତି ସେ ମୋ’ ନିକଟବର୍ତ୍ତୀ। ତେଣୁ ମୋତେ କିଏ ବିରୋଧ କରିବ? ଆସ ଆମ୍ଭେମାନେ ଏକତ୍ର ଛିଡ଼ା ହେବା, କିଏ ମୋର ବିପକ୍ଷରେ ଯିବ ସେ ମୋ’ ନିକଟକୁ ଆସୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ।
Odia IRV 2017 (ଓଡିଆ ବାଇବେଲ)
ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋ’ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ।