Isaiah 50:9 — Compare Translations
5 translations compared side by side
Odia - 1840
"ଦେଖ, ସଦାପ୍ରଭୁ, ମାରେ ପ୍ରଭୁ ମାେତେ ସାହାୟ୍ଯ କରିବେ। ତେଣୁ କିଏ ମାେତେ ଦୋଷୀ କରିବ? ସମାନେେ ସମସ୍ତେ ଜୀର୍ଣ୍ଣ ବସ୍ତ୍ର ସଦୃଶ ହବେେ ଓ କୀଟ ସଗେୁଡ଼ିକୁ ଗ୍ରାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେସମସ୍ତେ ବସ୍ତ୍ର ପରି ଜୀର୍ଣ୍ଣ ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ସଦାପ୍ରଭୁ, ମୋର ପ୍ରଭୁ ମୋତେ ସାହାଯ୍ୟ କରିବେ। ତେଣୁ କିଏ ମୋତେ ଦୋଷୀ କରିବ? ସେମାନେ ସମସ୍ତେ ଜୀର୍ଣ୍ଣ ବସ୍ତ୍ର ସଦୃଶ ହେବେ ଓ କୀଟ ସେଗୁଡ଼ିକୁ ଗ୍ରାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।