Isaiah 51:1 — Compare Translations
5 translations compared side by side
Odia - 1840
" ହେ ଧର୍ମାଚାରୀଗଣ, ହେ ସଦାପ୍ରଭୁଙ୍କ ଅନ୍ବଷେଣକାରୀଗଣ। ତୁମ୍ଭମାନେେ ଆମ୍ଭର କଥା ଶୁଣ; ତୁମ୍ଭମାନେେ ଯେଉଁ ଶୈଳରୁ କଟା ହାଇେଥିଲ ଓ ଯେଉଁ ଗର୍ତ୍ତରୁ ଚ୍ଛଦରେୁ ଖୋଳା ହାଇେଥିଲା, ତାହା ପ୍ରତି ଦୃଷ୍ଟିପାତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଅବ୍ରହାମ ସଦୃଶ ହେବା ଉଚିତ୍ “ହେ ଧର୍ମାଗ୍ଭରୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ। ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଚ୍ଛେଦରୁ ଖୋଳା ହୋଇଥିଲା, ତାହା ପ୍ରତି ଦୃଷ୍ଟିପାତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।
Odia IRV 2017 (ଓଡିଆ ବାଇବେଲ)
ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।