Isaiah 51:10 — Compare Translations

5 translations compared side by side

Odia - 1840
"ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହବୋ ପାଇଁ ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ?
Odia Bible ERV 2004 (ପବିତ୍ର ବାଇବଲ)
ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ପାଇଁ ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ?
Odia IRV 2017 (ଓଡିଆ ବାଇବେଲ)
ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ?