Isaiah 51:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ, ଆନନ୍ଦ ଗାନ କରି ସିୟୋନ ରେ ଉପସ୍ଥିତ ହବେେ। ଚିର ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହବେେ ଏବଂ ଦୁଃଖ ଶାେକ ସୁଦୂରଗାମୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ, ଆନନ୍ଦ ଗାନ କରି ସିୟୋନରେ ଉପସ୍ଥିତ ହେବେ। ଚିର ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ। ସେମାନେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହେବେ ଏବଂ ଦୁଃଖ ଶୋକ ସୁଦୂରଗାମୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।