Isaiah 51:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟ⇧ ସନ୍ତାନକୁ ଭୟ କରୁଅଛ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ଆମ୍ଭେ ହେଉଛୁ ସେହି ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା ଦିଅନ୍ତି, ତେବେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ୟ ଏପରି ମାନବର ସନ୍ତାନକୁ ଭୟ କରୁଅଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Odia IRV 2017 (ଓଡିଆ ବାଇବେଲ)
ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,