Isaiah 51:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରି ଅଛନ୍ତି, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ। ତେଣୁ ତୁମ୍ଭେ ଦିନୟାକ ନିରନ୍ତର ସମାନଙ୍କେୁ ଭୟ କରୁଛ ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ଯତ ହାଇେ କୋପ କରିଛନ୍ତି। ମାତ୍ର ସହେି ଉପଦ୍ରବକାରୀ ଏବେ କାହାଁନ୍ତି ଓ ତାଙ୍କର କୋପ କାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆକାଶମଣ୍ତଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ଦିନଯାକ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ। ତେଣୁ ତୁମ୍ଭେ ଦିନଯାକ ନିରନ୍ତର ସେମାନଙ୍କୁ ଭୟ କରୁଅଛ ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ୟତ ହୋଇ କୋପ କରିଛନ୍ତି। ମାତ୍ର ସେହି ଉପଦ୍ରବକାରୀ ଏବେ କାହାନ୍ତି ଓ ତାଙ୍କର କୋପ କାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?
Odia IRV 2017 (ଓଡିଆ ବାଇବେଲ)