Isaiah 51:14 — Compare Translations
5 translations compared side by side
Odia - 1840
"ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହବେ। ପୁଣି ସେ ମରି ଗର୍ତ୍ତକୁ ୟିବ ନାହିଁ। କିମ୍ବା ତାହାର ଖାଦ୍ୟର ଅଭାବ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ। ପୁଣି ସେ ମରି ଗର୍ତ୍ତକୁ ଯିବ ନାହିଁ। କିମ୍ବା ତାହାର ଖାଦ୍ୟର ଅଭାବ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।