Isaiah 51:15 — Compare Translations
5 translations compared side by side
Odia - 1840
"ତରଙ୍ଗଗୁଡ଼ିକୁ ଗର୍ଜନ କରିବାକୁ ଯେ ସମୁଦ୍ରକୁ ଆଲୋଡ଼ିତ କରନ୍ତି। ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭ ପରମେଶ୍ବର ଅଟୁ।' ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତରଙ୍ଗଗୁଡ଼ିକୁ ଗର୍ଜନ କରିବାକୁ ଯେ ସମୁଦ୍ରକୁ ଆଲୋଡ଼ିତ କରନ୍ତି। ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ।” ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
କାରଣ କଲ୍ଳୋଳସକଳ ଗର୍ଜ୍ଜନ କରିବା ନିମନ୍ତେ ଯେ ସମୁଦ୍ରକୁ ବ୍ୟସ୍ତ କରନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।