Isaiah 51:16 — Compare Translations

5 translations compared side by side

Odia - 1840
" ହେ ମାରେ ସବେକ ଇଶ୍ରାୟେଲ, ଆମ୍ଭେ ତୁମ୍ଭ ମୁଖ ରେ ଆମ୍ଭର ବାକ୍ଯ ରଖିଅଛୁ ଓ ଆମ୍ଭର ହସ୍ତର ଛାଯା ରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ। ତୁମ୍ଭେ ସିୟୋନକୁ ଏହା କହିବ ଯେ ଆମ୍ଭେ ସ୍ବର୍ଗମଣ୍ଡଳ ରୋପଣ କରିଅଛୁ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛୁ, ତୁମ୍ଭମାନେେ ମାରେ ସନ୍ତାନ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆକାଶମଣ୍ତଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ
Odia Bible ERV 2004 (ପବିତ୍ର ବାଇବଲ)
“ହେ ମୋର ସେବକ ଇସ୍ରାଏଲ, ଆମ୍ଭେ ତୁମ୍ଭ ମୁଖରେ ଆମ୍ଭର ବାକ୍ୟ ରଖିଅଛୁ ଓ ଆମ୍ଭର ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ। ତୁମ୍ଭେ ସିୟୋନକୁ ଏହା କହିବ ଯେ, ଆମ୍ଭେ ସ୍ୱର୍ଗମଣ୍ଡଳ ରୋପଣ କରିଅଛୁ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛୁ, ‘ତୁମ୍ଭେମାନେ ମୋର ସନ୍ତାନ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ‘ତୁମ୍ଭେ ଆମ୍ଭର ଲୋକ,’ ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।