Isaiah 51:17 — Compare Translations
5 translations compared side by side
Odia - 1840
"ହେ ୟିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ, କାରଣ ସଦାପ୍ରଭୁ ତୁମ୍ଭ ଉପ ରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦଇେଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛି। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନଇେ ତାହାକୁ ଶଷେ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେଲେ ହେ ଯିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ! କାରଣ ସଦାପ୍ରଭୁ ତୁମ୍ଭ ଉପରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦେଇଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛ। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନେଇ ତାହାକୁ ଶେଷ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।