Isaiah 51:18 — Compare Translations

5 translations compared side by side

Odia - 1840
"ୟିରୁଶାଲମ ଅନକେ ସନ୍ତାନ ଜନ୍ମ ଦଇେଛି, ମାତ୍ର ସମାନଙ୍କେ ମଧିଅରେ ତାକୁ ବାଟ କଢ଼ାଇ ନବୋକୁ କହେି ନାହାଁନ୍ତି। ପୁଣି ସେ ଯେଉଁ ସନ୍ତାନଗଣଙ୍କୁ ପାଳନ କରିଅଛି, ସମାନଙ୍କେ ମଧିଅରେ କହେି ତାହା ହାତଧରି ନବୋ ପାଇଁ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ଅନେକ ସନ୍ତାନ ଜନ୍ମ ଦେଇଛି, ମାତ୍ର ସେମାନଙ୍କ ମଧ୍ୟରେ ତାକୁ ବାଟ କଢ଼ାଇ ନେବାକୁ କେହି ନାହାନ୍ତି। ପୁଣି ସେ ଯେଉଁ ସନ୍ତାନଗଣଙ୍କୁ ପାଳନ କରିଅଛି, ସେମାନଙ୍କ ମଧ୍ୟରେ କେହି ତାହା ହାତଧରି ନେବା ପାଇଁ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।