Isaiah 51:19 — Compare Translations

5 translations compared side by side

Odia - 1840
"ଦୁଇଟି ବିଷଯ ତୁମ୍ଭ ପ୍ରତି ଘଟିଅଛି, ଶୂନ୍ଯତା ଓ ବିନାଶ ଏବଂ ଦୁର୍ଭିକ୍ଷ ଓ ଖଡ୍ଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛିନ୍ତ ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ଼୍‍ଗ; ଆମ୍ଭେ କିରୂପେ ତୁମ୍ଭକୁ ସାନ୍ତ୍ଵନା କରିବା?
Odia Bible ERV 2004 (ପବିତ୍ର ବାଇବଲ)
ଦୁଇଟି ବିଷୟ ତୁମ୍ଭ ପ୍ରତି ଘଟିଅଛି, ଶୂନ୍ୟତା ଓ ବିନାଶ ଏବଂ ଦୁର୍ଭିକ୍ଷ ଓ ‌‌ଖ‌ଡ଼୍‌ଗ। ତେଣୁ କିଏ ତୁମ୍ଭ ପାଇଁ ବିଳାପ କରିବ? କିଏ ତୁମ୍ଭକୁ ସାନ୍ତ୍ୱନା ଦେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା?
Odia IRV 2017 (ଓଡିଆ ବାଇବେଲ)
ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା?