Isaiah 51:2 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତବେେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ବାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ପିତା ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କରନ୍ତ କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ଵାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତେବେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ୱାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।