Isaiah 51:20 — Compare Translations

5 translations compared side by side

Odia - 1840
"ତୁମ୍ଭର ସନ୍ତାନଗଣ ମୂର୍ଚ୍ଛିତ ହାଇେଅଛନ୍ତି। ସମାନେେ ପ୍ରେତ୍ୟକକ ସଡ଼କ ମୁଣ୍ଡ ରେ ପଡ଼ିଛନ୍ତି ଯେପରି ହରିଣ ଜାଲ ପାଶ ରେ ଆବଦ୍ଧ ହୁଏ। ସମାନେେ ସଦାପ୍ରଭୁଙ୍କ କୋପ ରେ ଓ ତୁମ୍ଭ ପରମେଶ୍ବରଙ୍କ ଧମକରେ ପରିପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ତରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ଵରଙ୍କ ଧମକରେ ପରିପୂର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସନ୍ତାନଗଣ ମୂର୍ଚ୍ଛିତ ହୋଇଅଛନ୍ତି। ସେମାନେ ପ୍ରତ୍ୟେକ ସଡ଼କ ମୁଣ୍ଡରେ ପଡ଼ିଛନ୍ତି ଯେପରି ହରିଣ ଜାଲ ପାଶରେ ଆବଦ୍ଧ ହୁଏ। ସେମାନେ ସଦାପ୍ରଭୁଙ୍କ କୋପରେ ଓ ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।