Isaiah 51:21 — Compare Translations

5 translations compared side by side

Odia - 1840
"ଏଣୁକରି ଦୟାକରି ଏହା ଶୁଣ, ହେ ୟିରୁଶାଲମ, ତୁମ୍ଭେ ଦ୍ରାକ୍ଷାରସର କୁହୁକରେ ମତ୍ତ ନୁହଁ, କିନ୍ତୁ ତୁମ୍ଭେ ମତ୍ତୁଆଲା ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଦୟାକରି ଏହା ଶୁଣ, ହେ ଯିରୁଶାଲମ, ତୁମ୍ଭେ ଦ୍ରାକ୍ଷାରସର କୁହୁକରେ ମତ୍ତ ନୁହଁ, କିନ୍ତୁ ତୁମ୍ଭେ ମତ୍ତୁଆଲା ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;
Odia IRV 2017 (ଓଡିଆ ବାଇବେଲ)
ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;