Isaiah 51:22 — Compare Translations

5 translations compared side by side

Odia - 1840
"ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷ ରେ ସହେି ପରମେଶ୍ବର ଏହି କଥା କୁହନ୍ତି, ଦେଖ, ଆମ୍ଭେ କୋପରୂପକ ପାନପାତ୍ର' ତୁମ୍ଭ ହସ୍ତରୁ କାଢ଼ି ନଇେ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦବେୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷରେ ସେହି ପରମେଶ୍ୱର ଏହି କଥା କୁହନ୍ତି, “ଦେଖ, ଆମ୍ଭେ ‘କୋପରୂପକ ପାନପାତ୍ର’ ତୁମ୍ଭ ହସ୍ତରୁ କାଢ଼ି ନେଇ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦେବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍‍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)