Isaiah 51:23 — Compare Translations

5 translations compared side by side

Odia - 1840
"ଯେଉଁମାନେ ତୁମ୍ଭକୁ କ୍ଲେଶ ଦଇେଛନ୍ତି, ସହେିମାନଙ୍କ ବିପକ୍ଷ ରେ ଆମ୍ଭେ ୟିବା। ସମାନେେ ତୁମ୍ଭକୁ କହିଛନ୍ତି, ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପ ରେ ଗମନ କରିବୁ।' ପୁଣ ତୁମ୍ଭମାନେେ ଭୂମି ଓ ସଡ଼କପରି ପିଠି ପାତି ଦଇେଛ ଏବଂ ସମାନେେ ତୁମ୍ଭମାନଙ୍କ ଉପ ରେ ଗମନାଗମନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା: ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭକୁ କ୍ଳେଶ ଦେଇଛନ୍ତି, ସେହିମାନଙ୍କ ବିପକ୍ଷରେ ଆମ୍ଭେ ଯିବା। ସେମାନେ ତୁମ୍ଭକୁ କହିଛନ୍ତି, ‘ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପରେ ଗମନ କରିବୁ।’ ପୁଣି ତୁମ୍ଭେମାନେ ଭୂମି ଓ ସଡ଼କପରି ପିଠି ପାତି ଦେଇଛ ଏବଂ ସେମାନେ ତୁମ୍ଭମାନଙ୍କ ଉପରେ ଗମନାଗମନ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା: ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”