Isaiah 51:3 — Compare Translations

5 translations compared side by side

Odia - 1840
"ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ଵନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ଵନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକି ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତଧ୍ଵନି ତହିଁ ମଧ୍ୟରେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହେବେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହେବେ ଏବଂ ସଙ୍ଗୀତ ଧ୍ୱନି କରି ଧନ୍ୟବାଦ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
Odia IRV 2017 (ଓଡିଆ ବାଇବେଲ)