Isaiah 51:4 — Compare Translations

5 translations compared side by side

Odia - 1840
" ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ଯ ରେ ଅବଧାନ କର; ହେ ଆମ୍ଭର ଦେଶୀଯ ଲୋକମାନେ, ଆମ୍ଭ କଥା ରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ଯବସ୍ଥା ନିର୍ଗତ ହବେ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ଅବଧାନ କର; ହେ ଆମ୍ଭର ଦେଶୀୟ ଲୋକମାନେ, ଆମ୍ଭ କଥାରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଗ୍ଭର ସ୍ଥାପନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
Odia IRV 2017 (ଓଡିଆ ବାଇବେଲ)
“ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।