Isaiah 51:5 — Compare Translations

5 translations compared side by side

Odia - 1840
"ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହାଇେଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ। ଦ୍ବୀପଗଣ ଆମ୍ଭ ଅପେକ୍ଷା ରେ ରହିବେ ଓ ଆମ୍ଭର ପରାକ୍ରମ ରେ ଆଶା ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ଵୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଗ୍ଭର କରିବ। ଦ୍ୱୀପଗଣ ଆମ୍ଭ ଅପେକ୍ଷାରେ ରହିବେ ଓ ଆମ୍ଭର ପରାକ୍ରମରେ ଆଶା ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।