Isaiah 51:6 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସ୍ବର୍ଗମଣ୍ଡଳ ପ୍ରତି ଉର୍ଦ୍ଧ୍ବଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ଯ ଅନ୍ତର୍ହିତ ହବେ ଓ ଭୂମଣ୍ଡଳ ବସ୍ତୁ ତୁଲ୍ଯ ଜୀର୍ଣ୍ଣ ହବେ। ଆଉ ମଧ୍ଯ ପୃଥିବୀବାସୀ ସହେିପରି ମୃତ୍ଯୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ଧର୍ମାଚାର ଲୁପ୍ତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆକାଶମଣ୍ତଳ ପ୍ରତି ଊର୍ଦ୍ଧ୍ଵଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ତଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ତଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ତଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ ⇧, ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନ; କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସ୍ୱର୍ଗମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତୁ ତୁଲ୍ୟ ଜୀର୍ଣ୍ଣ ହେବ। ଆଉ ମଧ୍ୟ ପୃଥିବୀବାସୀ ସେହିପରି ମୃତ୍ୟୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମାଗ୍ଭର ଲୁପ୍ତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହିରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଉର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।