Isaiah 51:7 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମାରେ ଶିକ୍ଷା ହୃଦଯ ରେ ଧରି ରଖନ୍ତି, ଦୟାକରି ମାେ କଥା ଶୁଣ, ତୁମ୍ଭମାନେେ ଦୁଷ୍ଟ ଲୋକଙ୍କ ଅପମାନ ରେ ଭୟଭୀତ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମୋର ଶିକ୍ଷା ହୃଦୟରେ ଧରି ରଖନ୍ତି, ଦୟାକରି ମୋ’ କଥା ଶୁଣ, ତୁମ୍ଭେମାନେ ଦୁଷ୍ଟ ଲୋକଙ୍କ ଅପମାନରେ ଭୟଭୀତ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।