Isaiah 51:8 — Compare Translations

5 translations compared side by side

Odia - 1840
"କାରଣ ସମାନେେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସମାନଙ୍କେୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସମାନଙ୍କେୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବନ୍ତ ମାତ୍ର ଆମ୍ଭର ଧର୍ମ ଅନ; କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ପୁରୁଷ-ପରମ୍ପରାରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସେମାନଙ୍କୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସେମାନଙ୍କୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”
Odia IRV 2017 (ଓଡିଆ ବାଇବେଲ)
କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”