Isaiah 51:9 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳ ରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସହେିପରି ଜାଗ। ରାହବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ପୁରୁଷ-ପରମ୍ପରାର ସମୟରେ⇧, ସେପରି ଜାଗ । ଯେ ରାହବକୁ ଖଣ୍ତ ଖଣ୍ତ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସ୍ୱପରାକ୍ରମ ତାଙ୍କର ସନ୍ତାନମାନଙ୍କୁ ରକ୍ଷା କରିବ ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସେହିପରି ଜାଗ। ରାହାବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବକାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବ କୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?