Isaiah 52:1 — Compare Translations
5 translations compared side by side
Odia - 1840
"ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ୟିରୁଶାଲମ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧିଅରେ ତୁମ୍ଭ ମଧ୍ଯକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ସୁରକ୍ଷିତ ହେବ ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ଯିରୁଶାଲମ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧ୍ୟରେ ତୁମ୍ଭ ମଧ୍ୟକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।