Isaiah 52:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସର୍ବଦେଶୀଯଙ୍କ ସମ୍ମୁଖ ରେ ତାଙ୍କର ପବିତ୍ର ବାହୁ ଅନାବୃତ କରିଛନ୍ତି ଓ ପୃଥିବୀର ପ୍ରେତ୍ୟକକ ତାଙ୍କର ପରିତ୍ରାଣ ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଦେଶୀୟଙ୍କ ସମ୍ମୁଖରେ ତାଙ୍କର ପବିତ୍ର ବାହୁ ଅନାବୃତ କରିଛନ୍ତି ଓ ପୃଥିବୀର ପ୍ରତ୍ୟେକ ତାଙ୍କର ପରିତ୍ରାଣ ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।