Isaiah 52:11 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ପ୍ରସ୍ଥାନ କର, ପ୍ରସ୍ଥାନ କର। ବାବିଲରୁ ବାହାରି ୟାଅ, ଅଶୁଚି ବସ୍ତୁ ଛୁଅଁ ନାହିଁ। ତୁମ୍ଭମାନେେ ତା'ମଧ୍ଯରୁ ଚାଲିୟାଅ। ହେ ସଦାପ୍ରଭୁଙ୍କ ଯାଜକଗଣ, ତୁମ୍ଭମାନେେ ଶୁଚି ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର। ବାବିଲରୁ ବାହାରି ଯାଅ, ଅଶୁଚି ବସ୍ତୁ ଛୁଅ ନାହିଁ। ତୁମ୍ଭେମାନେ ତା’ମଧ୍ୟରୁ ଗ୍ଭଲିଯାଅ। ହେ ସଦାପ୍ରଭୁଙ୍କ ଯାଜକଗଣ, ତୁମ୍ଭେମାନେ ଶୁଚି ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।