Isaiah 52:12 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ତରତର ହାଇେ ୟାଅ ନାହିଁ କିମ୍ବା ତୁମ୍ଭମାନେେ ପଳାତକପରି ପଳାଯନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ, ଇଶ୍ରାୟେଲର ପରମେଶ୍ବର ତୁମ୍ଭମାନଙ୍କର ଅନୁସରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ତର ତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ଵର ତୁମ୍ଭମାନଙ୍କର ପଶ୍ଚାଦ୍ବର୍ତ୍ତୀ ହେବେ ⇧।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତରତର ହୋଇ ଯାଅ ନାହିଁ କିମ୍ବା ତୁମ୍ଭେମାନେ ପଳାତକପରି ପଳାୟନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ, ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ଅନୁସରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ତର ତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ।