Isaiah 52:13 — Compare Translations

5 translations compared side by side

Odia - 1840
"ଆମ୍ଭର ଦାସକୁ ଦେଖ, ସେ ସୁବିବଚେନା ପୂର୍ବକ ବ୍ଯବହାର କରିବେ। ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହିମାନ୍ବିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚ ପଦପ୍ରାପ୍ତ ଓ ମହାମହିମ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
God’s Suffering Servant “ଆମ୍ଭର ଦାସକୁ ଦେଖ, ସେ ସୁବିବେଚନା ପୂର୍ବକ ବ୍ୟବହାର କରିବେ। ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହିମାନ୍ୱିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହାମହିମ ହେବେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚ ପଦପ୍ରାପ୍ତ ଓ ମହାମହିମ ହେବେ।