Isaiah 52:14 — Compare Translations

5 translations compared side by side

Odia - 1840
"ଅନକେ ଆମ୍ଭର ସବେକକୁ ଦେଖି ବିବ୍ରତ ହବେେ। କାରଣ ତାଙ୍କର ଆକୃତି ମନୁଷ୍ଯ ଆକୃତିଠାରୁ ଏପରି ବିକୃତ ହବେ ଯେ ତାଙ୍କୁ ଅନକେ ମନୁଷ୍ଯ ବୋଲି ଚିହ୍ନିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
“ଅନେକ ଆମ୍ଭର ସେବକକୁ ଦେଖି ବିବ୍ରତ ହେବେ। କାରଣ ତାଙ୍କର ଆକୃତି ମନୁଷ୍ୟ ଆକୃତିଠାରୁ ଏପରି ବିକୃତ ହେବ ଯେ ତାଙ୍କୁ ଅନେକ ମନୁଷ୍ୟ ବୋଲି ଚିହ୍ନିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,