Isaiah 52:15 — Compare Translations
5 translations compared side by side
Odia - 1840
"ତେଣୁ ସେ ଅନକେ ଦେଶୀଯମାନଙ୍କୁ ଚମକାଇ ଦବେେ। ରାଜାମାନେ ତାଙ୍କ ସମ୍ମୁଖ ରେ ନିଜ ନିଜ ମୁଖ ବନ୍ଦ ରଖିବେ। କାରଣ ଯାହା ସମାନଙ୍କେୁ କୁହାୟାଇ ନ ଥିଲା, ତାହା ସମାନେେ ଦେଖିବେ ଓ ଯାହା ସମାନେେ ଶୁଣି ନ ଥିଲେ ତାହା ସମାନେେ ବୁଝିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ଅନେକ ଦେଶୀୟମାନଙ୍କୁ ଚମକାଇ ଦେବେ। ରାଜାମାନେ ତାଙ୍କ ସମ୍ମୁଖରେ ନିଜ ନିଜ ମୁଖ ବନ୍ଦ ରଖିବେ। କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ ତାହା ସେମାନେ ବୁଝିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।
Odia IRV 2017 (ଓଡିଆ ବାଇବେଲ)
ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।