Isaiah 52:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଜ ଦହରେ ଧୂଳି ଝାଡ଼ି ଦିଅ, ହେ ସିୟୋନର ବନ୍ଦୀନି କନ୍ଯା ୟିରୁଶାଲମ! ଉଠ, ତୁମ୍ଭ ଗଳାର ସେ ବନ୍ଧନକୁ ଢ଼ିଲା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଜ ଦେହର ଧୂଳି ଝାଡ଼ି ଦିଅ, ହେ ସିୟୋନର ବନ୍ଦୀନି କନ୍ୟା ଯିରୁଶାଲମ! ଉଠ, ତୁମ୍ଭ ଗଳାର ସେ ବନ୍ଧନକୁ ଢିଲା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।