Isaiah 52:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହି କଥା କୁହନ୍ତି, ତୁମ୍ଭମାନେେ ବିନା ମୂଲ୍ଯ ରେ ବିବ୍ରତ ହାଇେଥିଲ, ଆଉ ବିନା ମୂଲ୍ଯ ରେ ମୁକ୍ତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହି କଥା କୁହନ୍ତି, “ତୁମ୍ଭେମାନେ ବିନା ମୂଲ୍ୟରେ ବିବ୍ରତ ହୋଇଥିଲ, ଆଉ ବିନା ମୂଲ୍ୟରେ ମୁକ୍ତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।”