Isaiah 52:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ପ୍ରଭୁ କୁହନ୍ତି, ଆମ୍ଭର ଲୋକମନେ ପ୍ରବାସ କରିବାକୁ ମିଶର ୟାଇଥିଲେ। ମାତ୍ର ଅଶୂରୀଯମାନେ ବିନା କାରଣ ରେ ସମାନଙ୍କେ ଉପ ରେ ଅତ୍ଯାଚାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁ କୁହନ୍ତି, “ଆମ୍ଭର ଲୋକମାନେ ପ୍ରବାସ କରିବାକୁ ମିଶର ଯାଇଥିଲେ। ମାତ୍ର ଅଶୂରୀୟମାନେ ବିନା କାରଣରେ ସେମାନଙ୍କ ଉପରେ ଅତ୍ୟାଗ୍ଭର କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।”