Isaiah 52:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ବର୍ତ୍ତମାନ ଦେଖ, କ'ଣ ସବୁ ଘଟୁଅଛି। ବିନା କାରଣ ରେ ମାରେ ଲୋକମାନଙ୍କୁ ନିଆ ଯାଉଅଛି। ସମାନଙ୍କେ ଉପ ରେ ର ସହେି ଶାସକଗଣ ଗର୍ଜନ କରୁଛନ୍ତି ଓ ଆମ୍ଭର ନାମକୁ ଦିନସାରା ନିରନ୍ତର ନିନ୍ଦା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆ ଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ଵକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ଦିନଯାକ ନିରନ୍ତର ନିନ୍ଦିତ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ବର୍ତ୍ତମାନ ଦେଖ, କ’ଣ ସବୁ ଘଟୁଅଛି। ବିନା କାରଣରେ ମୋର ଲୋକମାନଙ୍କୁ ନିଆ ଯାଉଅଛି। ସେମାନଙ୍କ ଉପରେ ସେହି ଶାସକଗଣ ଗର୍ଜନ କରୁଛନ୍ତି ଓ ଆମ୍ଭର ନାମକୁ ଦିନସାରା ନିରନ୍ତର ନିନ୍ଦା କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ଲୋକମାନେ ତ ଅକାରଣରେ ନିଆ ଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ?” ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।