Isaiah 52:6 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ କୁହନ୍ତି, ଏହି କାରଣରୁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ। ଏଥିପାଇଁ ଯେ କଥା କୁହନ୍ତି, ସହେି ଯେ ଆମ୍ଭେ ଅଟୁ, ଏହା ସମାନେେ ସହେିଦିନ ଜାଣିବେ। ହିଁ ଦେଖ, ଆମ୍ଭେ ସହେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେଦିନ ଜାଣିବେ; ଦେଖ, ସେ ଆମ୍ଭେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କୁହନ୍ତି, “ଏହି କାରଣରୁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ। ଏଥିପାଇଁ ଯେ କଥା କୁହନ୍ତି, ସେହି ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ। ହଁ ଦେଖ, ଆମ୍ଭେ ସେହି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।”
Odia IRV 2017 (ଓଡିଆ ବାଇବେଲ)
“ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।”