Isaiah 52:7 — Compare Translations
5 translations compared side by side
Odia - 1840
"ଯେଉଁ ବ୍ଯକ୍ତି ସୁସମାଚାର ଆଣୁଛନ୍ତି, ୟିଏ ଶାନ୍ତି ପ୍ରଚାର କରୁଅଛି, ୟିଏ ମଙ୍ଗଳ ସୁସମାଚାର ଆଣୁଛନ୍ତି, ୟିଏ ପରିତ୍ରାଣ ପ୍ରଚାର କରୁଅଛି ଓ ୟିଏ ସିୟୋନକୁ ତୁମ୍ଭ ପରମେଶ୍ବର ରାଜ୍ଯ କରନ୍ତି ବୋଲି କହୁଅଛି, ସହେି ଶାନ୍ତିଦୂତର ଚରଣ ପର୍ବତଗଣ ଉପ ରେ ସ୍ବାଗତ ଯୋଗ୍ଯ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ ତୁମ୍ଭ ପରମେଶ୍ଵର ରାଜ୍ୟ କରନ୍ତି ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ସୁସମାଗ୍ଭର ଆଣୁଅଛି, ଯିଏ ଶାନ୍ତି ପ୍ରଗ୍ଭର କରୁଅଛି, ଯିଏ ମଙ୍ଗଳ ସୁସମାଗ୍ଭର ଆଣୁଅଛି, ଯିଏ ପରିତ୍ରାଣ ପ୍ରଗ୍ଭର କରୁଅଛି ଓ ଯିଏ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି ବୋଲି କହୁଅଛି, ସେହି ଶାନ୍ତିଦୂତର ଚରଣ ପର୍ବତଗଣ ଉପରେ ସ୍ୱାଗତ ଯୋଗ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!