Isaiah 52:8 — Compare Translations
5 translations compared side by side
Odia - 1840
"ଶୁଣ, ତୁମ୍ଭ ପ୍ରହରିଗଣ ଉଚ୍ଚସ୍ବର ରେ ଚିତ୍କାର କରୁଛନ୍ତି। ସମାନେେ ଏକତ୍ର ଆନନ୍ଦଧ୍ବନି କରୁଛନ୍ତି। କାରଣ ସମାନେେ ପ୍ରେତ୍ୟକକ ସ୍ବଚକ୍ଷୁ ରେ ସଦାପ୍ରଭୁଙ୍କ ସିୟୋନକୁ ପ୍ରତ୍ଯାବର୍ତ୍ତନ ଦେଖୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୁଣ, ତୁମ୍ଭ ପ୍ରହରୀଗଣ ଉଚ୍ଚସ୍ୱରରେ ଚିତ୍କାର କରୁଛନ୍ତି। ସେମାନେ ଏକତ୍ର ଆନନ୍ଦଧ୍ୱନି କରୁଛନ୍ତି। କାରଣ ସେମାନେ ପ୍ରତ୍ୟେକ ସ୍ୱଚକ୍ଷୁରେ ସଦାପ୍ରଭୁଙ୍କ ସିୟୋନକୁ ପ୍ରତ୍ୟାବର୍ତ୍ତନ ଦେଖୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।
Odia IRV 2017 (ଓଡିଆ ବାଇବେଲ)
ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।