Isaiah 52:9 — Compare Translations
5 translations compared side by side
Odia - 1840
"ହେ ୟିରୁଶାଲମର ଧ୍ବଂସାବଶଷେ ସ୍ଥାନସକଳ, ଉଚ୍ଚସ୍ବର ରେ ଆନନ୍ଦଧ୍ବନି କର। ଏକତ୍ର ଗାନ କର, କାରଣ ସଦାପ୍ରଭୁ ନିଜର ଲୋକମାନଙ୍କୁ ସାନ୍ତ୍ବନା କରିଅଛନ୍ତି ଓ ସେ ୟିରୁଶାଲମକୁ ମୁକ୍ତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦଧ୍ଵନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ଵନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରୁଶାଲମର ଧ୍ୱଂସାବଶେଷ ସ୍ଥାନସକଳ, ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କର। ଏକତ୍ର ଗାନ କର, କାରଣ ସଦାପ୍ରଭୁ ନିଜର ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ସେ ଯିରୁଶାଲମକୁ ମୁକ୍ତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।